Advertisement
Photo Details/zeeodisha/odisha2537311
photoDetails0hindi

Gold Rate Today: ସପ୍ତାହ ଶେଷରେ ସୁନା ଦର ହ୍ରାସ, ରାଜ୍ୟରେ ୧୦ ଗ୍ରାମକୁ ରହିଛି ମାତ୍ରା ଏତିକି ଟଙ୍କା

Gold Rate Today: ସୁନା ପ୍ରେମୀଙ୍କ ପାଇଁ ଖୁସି ଖବର। ଗତ ଦୁଇ ଦିନ ହେବ ସୁନା ଦର ବୃଦ୍ଧି ପାଉଥିବା ବେଳେ ଆଜି ଦରରେ ପରିବର୍ତ୍ତନ ହୋଇଛି। ବିବାହ ସିଜିନ୍ ରେ ଖସିଛି ସୁନା ରେଟ୍ । ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଚାହୁଁଛନ୍ତି । ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍...

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୦୦୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୦୦ ଓ ୧୧୦ ଟଙ୍କା ହ୍ରାସ ପାଇଛି। 

ALSO READ: Surya Gochar 2024: ଧନୁରେ ସୂର୍ଯ୍ୟଙ୍କ ଚଳନ, ଏହିସବୁ ରାଶିଙ୍କ ଫିଟିବ ଭାଗ୍ୟ, କିଣିବ ନୂଆ ଘର ସହ...

ALSO READ: Viral Video: ପୁଣି ଥରେ ଭାଇରାଲ ହେଲା ପୁରୀ ବୋହୂଙ୍କ ଏହି ପୁରୁଣା ଭିଡିଓ, ଲୋକେ ଦେଖି ଆଶ୍ଚର୍ଯ୍ୟ...

2/5

ସେହିପରି, ଦେଶର ରାଜଧାନୀ ନୂଆଦିଲ୍ଲୀରେ  ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୬୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୧୫୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୧୧୦ ଟଙ୍କା କମିଛି।

3/5

ମାୟାନଗରୀ ମୁମ୍ବାଇରେ ମଧ୍ୟ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୦୦୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୧୦୦ ଓ ୧୧୦ ଟଙ୍କା ଖସିଛି। 

4/5
ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୦୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୦୦ ଓ ୧୧୦ ଟଙ୍କା ହ୍ରାସ ପାଇଛି।

5/5
  ଅନ୍ୟପଟେ ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୦୦୦ ଟଙ୍କା ରହିଛି । ଏବଂ ୧୮ କ୍ୟାରେଟ୍ ର ଦାମ୍ ୫୮,୫୦୦ ଟଙ୍କା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ୨୨ କ୍ୟାରେଟ୍ ରେ ୧୦୦, ୨୪ କ୍ୟାରେଟ୍ ରେ ୧୧୦ ଓ ୧୮ କ୍ୟାରେଟ୍ ରେ  ୮୦ ଟଙ୍କା କମିଛି।