Gold Rate Today: ଦୀପାବଳି ପୂର୍ବରୁ ପୁଣି ବଢିଲା ସୁନା ରେଟ୍, ଜାଣନ୍ତୁ ଭୁବନେଶ୍ବରରେ ଭରି ପିଛା କେତେ ବଢିଲା ଦର?

Gold Rate Today: ଆସନ୍ତାକାଲି ଦୀପାବଳି। ଦୀପାବଳି ପୂର୍ବରୁ ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଗତ ତିନି ଦିନ ହେବ ଲଗାତର ସୁନା ଦର ବୃଦ୍ଧି ପାଇବାରେ ଲାଗିଛି। ଏଭଳି ସ୍ଥିତିରେ ଆଜି ମଧ୍ୟ ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ପ୍ଲାନ୍ କରିଛନ୍ତି । ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?

Narmada Behera Oct 30, 2024, 10:58 AM IST
1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୪,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୧,୧୬୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୬୫୦ ଓ  ୭୧୦ ଟଙ୍କା  ବୃଦ୍ଧି ପାଇଛି। 

ALSO READ: Diwali 2024: ଦୀପାବଳିରେ ନିଜ ରାଶି ଅନୁସାରେ ପିନ୍ଧନ୍ତୁ ଏହିସବୁ ରଙ୍ଗର ପୋଷାକ, ବର୍ଷସାରା ହେବନି ଧନର ଅଭାବ!

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ୍ ରେଟ୍ ୭୪,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୧,୩୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୬୫୦ ଓ ୭୧୦ ଟଙ୍କା ବୃଦ୍ଧି ପାଇଛି।  

3/5

ଅନ୍ୟପଟେ ମାୟା-ନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୪୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୧,୧୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୬୫୦ ଓ ୭୧୦ ଟଙ୍କା ବଢିଛି। 

4/5

ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୪,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ରେଟ୍ ୮୧,୧୬୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୬୫୦ ଓ ୭୧୦ ଟଙ୍କା ବଢିଛି। 

5/5

ଅନ୍ୟପଟେ, ଓଡିଶାର ରାଜଧାନୀ ଭୁବନେଶ୍ବର ରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୪,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୧,୧୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୬୫୦ ଓ ୭୧୦ ଟଙ୍କା ବୃଦ୍ଧି ପାଇଛି। 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link