Gold Rate Today: ନୂଆ ସୁନା ଦର ଜାରି, ଜାଣନ୍ତୁ ଭୁବନେଶ୍ବରରେ ଭରି ପିଛା କେତେ କମିଲା ରେଟ୍?

Gold Rate Today: ମାସେ ଶେଷରେ ଖସିଲା ସୁନା ରେଟ୍। ସୁନା ପ୍ରେମୀଙ୍କ ପାଇଁ ଏହା ବଡ଼଼ ଖବର ନିଶ୍ଚିତ। ଗତକାଲି ସୁନା ରେଟ୍ ଖସିଥିବା ବେଳେ ଆଜି ମଧ୍ୟ ଦରରେ ପରିବର୍ତ୍ତନ ଦେଖାଦେଇଛି । ଆଗକୁ ଆସୁଛି ପାର୍ବଣ , ଆଉ ତା ପୂର୍ବରୁ ସୁନା ଶସ୍ତା ହୋଇଛି। ଯାହା ଗ୍ରାହକଙ୍କୁ ସାମାନ୍ୟ ଆଶ୍ବସ୍ତି ଦେଇଛି। ଯଦି ଆପଣ ଆଜି ସୁନା କିଣିବା ପାଇଁ ଯୋଜନା କରିଛନ୍ତି । ତେବେ, ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍।

Narmada Behera Sat, 31 Aug 2024-10:47 am,
1/5

ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୬,୯୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୩,୦୪୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ଆଜି ୧୦୦ ଓ ୧୧୦ ଟଙ୍କା ହ୍ରାସ ପାଇଛି।    ALSO READ: Petrol Diesel Price Today: ମାସ ଶେଷରେ ଗ୍ରାହକଙ୍କୁ ମିଳିଲା ଖୁସି ଖବର, ରାଜ୍ୟରେ ଖସିଲା ପେଟ୍ରୋଲ-ଡିଜେଲ୍ ଦର   ALSO READ:  Guru Vakri 2024: ବୃହସ୍ପତି ଚମକାଇବେ ଏହି ସବୁ ରାଶିଙ୍କ ଭାଗ୍ୟ, ମିଳିବ ନୂଆ ଚାକିରି ସାଙ୍ଗକୁ ଶୁଭଫଳ!

2/5

ସେହିପରି,  ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୭,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୩,୧୯୦ ଟଙ୍କା ରହିଛି। ଏଠାରେ ମଧ୍ୟ ୨୨ କ୍ୟାରେଟ୍ ରେ ୧୦୦ ଓ ୨୪ କ୍ୟାରେଟ୍ ରେ ୧୧୦ ଟଙ୍କା କମିଛି।

3/5

ମାୟା ନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୬,୯୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୩,୦୪୦ ଟଙ୍କା ରହିଛି। ଏଠାରେ ୨୨ ଓ ୨୪ କ୍ୟାରେଟ୍ ରେ ୧୦୦ ଓ ୧୧୦ ଟଙ୍କା ହ୍ରାସ ପାଇଛି। 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୬,୯୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୩,୦୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦୦ ଓ ୧୧୦ ଟଙ୍କା ହ୍ରାସ ପାଇଛି। 

5/5

ସେହିପରି, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୬,୯୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୩,୦୪୦ ଟଙ୍କା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ, ୨୨ କ୍ୟାରେଟ୍ ରେ ୧୦୦ ଓ ୨୪ କ୍ୟାରେଟ୍ ରେ ୧୧୦ ଟଙ୍କା କମିଛି। 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link