Gold Rate Today: ଗ୍ରାହକଙ୍କୁ ଝଟକା, ଭରି ପିଛା ଏତେ ଶହ ଟଙ୍କା ବଢିଲା ସୁନା ରେଟ୍
Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର। ପୁଣି ବଢିଲା ସୁନା ରେଟ୍। ଗତକାଲି ଦର ହ୍ରାସ ହୋଇଥିବା ବେଳେ ଆଜି ପୁଣି ଦର ବୃଦ୍ଧି ହୋଇଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରିଛନ୍ତି । ତେବେ, ଏହି ଖବରଟି ଆପଣଙ୍କ ଲାଗି ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?
)
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୩,୬୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୩୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦୦ ଓ ୧୧୦ ଟଙ୍କା ବୃଦ୍ଧି ପାଇଛି।
ALSO READ: Shani Mangal Yuti 2024: ଏହିସବୁ ରାଶିଙ୍କ ଭାଗ୍ୟ ଖୋଲିବେ ଶନି-ମଙ୍ଗଳ, ବର୍ଷସାରା ହେବ ଧନବର୍ଷା!
ALSO READ: Budh Guru Vakri Horoscope: ବୁଧ ଓ ବୃହସ୍ପତିଙ୍କ କୃପାରୁ ମାଲାମାଲ୍ ହେବ ଏହିସବୁ ରାଶି, କିଣିବେ ନୂଆ ଘର ସହ...
)
ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାର ରେଟ୍ ୮୦,୫୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦୦ ଓ ୧୧୦ ଟଙ୍କା ବଢିଛି।
)
ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୬୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୩୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୦୦ ଓ ୧୧୦ ଟଙ୍କା ବଢିଛି।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୬୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାର ଦାମ୍ ୮୦,୩୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୦୦ ଓ ୧୧୦ ଟଙ୍କା ବଢିଛି।
ସେହିପରି, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୬୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୩୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦୦ ଓ ୧୧୦ ଟଙ୍କା ବଢିଛି।