Advertisement
Photo Details/zeeodisha/odisha2590923
photoDetails0hindi

Gold Rate Today: ଗ୍ରାହକଙ୍କ ପାଇଁ ବଡ଼ ଖବର; ସୁନା ଦରରେ ହ୍ରାସ, ୬୦ ହଜାର ତଳକୁ ଖସିଲା ରେଟ୍

Gold Rate Today: ସୁନା-ପ୍ରେମୀଙ୍କ ପାଇଁ ଖୁସି ଖବର।  ପୁଣି ଶସ୍ତା ହେଲା ସୁନା। ଗତ ସପ୍ତାହରେ ଲଗାତର ଦର ବୃଦ୍ଧି ଗ୍ରାହକଙ୍କୁ ଟେନସନରେ ପକାଇଥିଲା। ଆଜି ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା କିଣିବା ପାଇଁ ଯୋଜନା କରୁଛନ୍ତି । ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍। ...

 

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୧୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮, ୭୦୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ହ୍ରାସ ପାଇଛି। 

ALSO READ: Dhanadhya Yoga: ୨୮ ଜାନୁଆରୀ ପୂର୍ବରୁ ଏହିସବୁ ରାଶିଙ୍କ ଭାଗ୍ୟ ବଦଳାଇବ ଧନଧ୍ୟା ଯୋଗ, ବର୍ଷା ସାରା ଟଙ୍କା ବର୍ଷା କରିବେ ଶନି-ଶୁକ୍ର!

 

ALSO READ: Weather Update: ରାଜ୍ୟରେ କମିବ ଶୀତ! ଘନ କୁହୁଡି଼ ନେଇ ଏହିସବୁ ଜିଲ୍ଲାକୁ ସତର୍କତା ଜାରି

 

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୨୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୮୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା କମିଛି।

 

3/5

ସେହିପରି, ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୧୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୮,୭୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା କମିଛି। 

 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୧୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୭୦୦ ଟଙ୍କା ରହିଛି।  ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା ଖସିଛି। 

 

5/5

ଅନ୍ୟପଟେ, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୧୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୭୦୦ ଟଙ୍କା ଓ ୧୮ କ୍ୟାରେଟ୍ ର ରେଟ୍ ୫୯,୫୯୦ ଟଙ୍କା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ, ୨୨,୨୪ ଓ ୧୮ କ୍ୟାରେଟ୍ ରେ ଭରି ପିଛା ୧୦ ଟଙ୍କା ହ୍ରାସ ପାଇଛି।