Gold Rate Today: ଗ୍ରାହକଙ୍କ ପାଇଁ ବଡ଼ ଖବର; ସୁନା ଦରରେ ହ୍ରାସ, ୬୦ ହଜାର ତଳକୁ ଖସିଲା ରେଟ୍

Gold Rate Today: ସୁନା-ପ୍ରେମୀଙ୍କ ପାଇଁ ଖୁସି ଖବର। ପୁଣି ଶସ୍ତା ହେଲା ସୁନା। ଗତ ସପ୍ତାହରେ ଲଗାତର ଦର ବୃଦ୍ଧି ଗ୍ରାହକଙ୍କୁ ଟେନସନରେ ପକାଇଥିଲା। ଆଜି ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା କିଣିବା ପାଇଁ ଯୋଜନା କରୁଛନ୍ତି । ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍। ...

Narmada Behera Jan 07, 2025, 09:52 AM IST
1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୧୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮, ୭୦୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ହ୍ରାସ ପାଇଛି। 

ALSO READ: Dhanadhya Yoga: ୨୮ ଜାନୁଆରୀ ପୂର୍ବରୁ ଏହିସବୁ ରାଶିଙ୍କ ଭାଗ୍ୟ ବଦଳାଇବ ଧନଧ୍ୟା ଯୋଗ, ବର୍ଷା ସାରା ଟଙ୍କା ବର୍ଷା କରିବେ ଶନି-ଶୁକ୍ର!

 

ALSO READ: Weather Update: ରାଜ୍ୟରେ କମିବ ଶୀତ! ଘନ କୁହୁଡି଼ ନେଇ ଏହିସବୁ ଜିଲ୍ଲାକୁ ସତର୍କତା ଜାରି

 

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୨୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୮୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା କମିଛି।

 

3/5

ସେହିପରି, ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୧୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୮,୭୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା କମିଛି। 

 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୧୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୭୦୦ ଟଙ୍କା ରହିଛି।  ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା ଖସିଛି। 

 

5/5

ଅନ୍ୟପଟେ, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୧୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୭୦୦ ଟଙ୍କା ଓ ୧୮ କ୍ୟାରେଟ୍ ର ରେଟ୍ ୫୯,୫୯୦ ଟଙ୍କା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ, ୨୨,୨୪ ଓ ୧୮ କ୍ୟାରେଟ୍ ରେ ଭରି ପିଛା ୧୦ ଟଙ୍କା ହ୍ରାସ ପାଇଛି। 

 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link