Gold Rate Today: ସୁନା ଦରରେ ରେକର୍ଡ ହ୍ରାସ, ଭରି ପିଛା ଏତେ ଶହ ଟଙ୍କା କମିଲା ରେଟ୍

Gold Rate Today: ସୁନା ପ୍ରେମୀଙ୍କ ପାଇଁ ଖୁସି ଖବର। ଆଜି ସୁନା ଦରରେ ବୃହସ ହ୍ରାସ ହୋଇଛି। ଯାହା ଗ୍ରାହକଙ୍କୁ ବଡ଼ ଆଶ୍ବସ୍ତି ଦେଇଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରିଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?

Narmada Behera Thu, 07 Nov 2024-11:25 am,
1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୨,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୫୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୬୫୦ ଓ ୧୭୯୦ ଟଙ୍କା ହ୍ରାସ ପାଇଛି। 

 

ALSO READ: Today Horoscope: ଏହିସବୁ ରାଶିଙ୍କ ପାଇଁ ଆଜି ବଢିପାରେ ଅଡୁଆ, ରୁହନ୍ତୁ ସତର୍କ! ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର?

ALSO READ: Shani Guru Vakri 2024: ଶନି-ବୃହସ୍ପତିଙ୍କ କୃପାରୁ ୨୦୨୫ରେ ଧନୀ ହେବେ ଏହିସବୁ ରାଶି, ଆସୁଛି ଶୁଭ ସମୟ

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୧୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୭୧୦ ଟଙ୍କା ରହିଛି।  ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୬୫୦ ଓ ୧୭୯୦ ଟଙ୍କା ହ୍ରାସ ପାଇଛି। 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୫୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୬୫୦ ଓ ୧୭୯୦ ଟଙ୍କା କମିଛି। 

4/5

  ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୫୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୬୫୦ ଓ ୧୭୯୦ ଟଙ୍କା ହ୍ରାସ ପାଇଛି।

5/5

ସେହିପରି, ଓଡିଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୨,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍  ୭୮,୫୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୬୫୦ ଓ ୧୭୯୦ ଟଙ୍କା ହ୍ରାସ ପାଇଛି। 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link