Gold Rate Today: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ଗତକାଲି ସୁନା ରେଟ୍ ଖସିଥିବା ବେଳେ ଆଜି ଦରର ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍।
)
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୭,୭୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୫୦୦ ଓ ୫୫୦ ଟଙ୍କା ବୃଦ୍ଧି ପାଇଛି।
ALSO READ: ଏହି ଅଭିନେତାଙ୍କ ସହ କାଶ୍ମିରରୁ ଭାଇରାଲ୍ ହେଲା ଅଭିନେତ୍ରୀ ରିୟା ଦେ' ଙ୍କ ଏହି ଭିଡିଓ, ଦେଖନ୍ତୁ
)
ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୭,୮୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୫୦୦ ଓ ୫୫୦ ଟଙ୍କା ବୃଦ୍ଧି ପାଇଛି।
)
ମାୟା ନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୭,୭୧୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୫୦୦ ଓ ୫୫୦ ଟଙ୍କା ବଢିଛି।
)
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୭,୭୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୫୦୦ ଓ ୫୫୦ ଟଙ୍କା ବୃଦ୍ଧି ହୋଇଛି।
)
ଅନ୍ୟପଟେ, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୭,୭୧୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୬୫,୭୮୦ ଟଙ୍କା ରହିଛି। ୨୨ ଓ ୨୪ ଓ ୧୮ କ୍ୟାରେଟ୍ ରେ ୫୦୦,୫୫୦ ଓ ୪୦୦ ଟଙ୍କା ବଢିଛି।
ट्रेन्डिंग फोटोज़