Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର, ଜାଣନ୍ତୁ ଆଜି ଭୁବନେଶ୍ବରରେ କେତେ ରହିଛି ଭରି ପିଛା ମୂଲ୍ୟ?

Written ByNarmada Behera
Published: Oct 08, 2024, 11:58 AM IST|Updated: Oct 08, 2024, 11:58 AM IST
Gold Rate Today: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ଦଶହରା ପୂର୍ବରୁ ସୁନା ଦରରେ ଲାଗିଲା ବ୍ରେକ୍। ଗତ ସପ୍ତାହେ ହେବ ସୁନା ଦର ବୃଦ୍ଧି ଗ୍ରାହକଙ୍କୁ ଟେନସନରେ ପକାଇଥିଲା। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରିଛନ୍ତି । ତେବେ, ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍...