Advertisement
Photo Details/zeeodisha/odisha2436914
photoDetails0hindi

Gold Rate Today: ନୂଆ ସୁନା ଦର ଜାରି, ୫୬ ହଜାର ତଳେ ଭରି ପିଛା ମୂଲ୍ୟ

Gold Rate Today: ଗ୍ରାହକଙ୍କ ପାଇଁ ଖୁସି ଖବର। ଲଗାତର ତୃତୀୟ ଦିନରେ ବି ଖସିଲା ସୁନା ରେଟ୍ । ଶାରଦୀୟ ପୂଜା ପୂର୍ବରୁ ସୁନାଦରରେ ଅହେତୁକ ହ୍ରାସ ଗ୍ରାହକଙ୍କୁ ଆଶ୍ବସ୍ତି ଦେଇଛି। ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ଆଜିର ସୁନାଦର...

 

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୮,୨୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୪,୪୫୦ ଟଙ୍କା ରହିଛି। ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ, ୨୨ ଓ ୨୪ କ୍ୟାରେଟ୍ ରେ ୨୫୦ ଓ ୨୮୦ ଟଙ୍କା ହ୍ରାସ ପାଇଛି। 

ALSO READ: Shardiya Navratri 2024: ନବରାତ୍ରୀରେ ଏହିସବୁ ରାଶିଙ୍କୁ ଧନବାନ୍ କରାଇବେ ମାଆ ଦୁର୍ଗା, ଆରମ୍ଭ ହେବ ଶୁଭ ସମୟ

ALSO READ: Weekly Special Horoscope: ଏହିସବୁ ରାଶିଙ୍କ ପାଇଁ ଅତ୍ୟନ୍ତ ଖାସ୍ ରହିବ ଆଗାମୀ ସପ୍ତାହ, କ୍ୟାରିୟରକୁ ନେଇ ମିଳିବ ଖୁସି ଖବର ସାଙ୍ଗକୁ...

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ୍ ମୂଲ୍ୟ ୬୮,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୪,୬୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୨୫୦ ଓ ୨୮୦ ଟଙ୍କା ହ୍ରାସ ହୋଇଛି। 

 

3/5

ସେହିପରି ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୮,୨୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୪,୪୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୨୫୦ ଓ ୨୮୦ ଟଙ୍କା ଖସିଛି। 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୮,୨୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୪,୪୫୦ ଟଙ୍କା ରହିଛି। ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ରେ ୨୫୦ ଓ ୨୮୦ ଟଙ୍କା ଭରି ପିଛା ଖସିଛି।

 

5/5

ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୮,୨୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୪,୪୫୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୫୫,୮୪୦ ଟଙ୍କା ରହିଛି। ତେବେ, ଏଠାରେ ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ, ୧୮ କ୍ୟାରେଟ୍ ରେ ୨୧୦ ଟଙ୍କା, ୨୨ କ୍ୟାରେଟ୍ ରେ ୨୫୦ ଟଙ୍କା ଓ ୨୪ କ୍ୟାରେଟ୍ ପିଛା ୨୮୦ ଟଙ୍କା ଖସିଛି।