Advertisement
Photo Details/zeeodisha/odisha2682262
Zee OdishaPhotosGold Rate: ଜାଣନ୍ତୁ କେତେ ରହିଛି ସୁନା ଦର..ଓଡ଼ିଶାରେ ଭରି ପିଛା ସୁନା ମୂଲ୍ୟ...
photoDetails0hindi

Gold Rate: ଜାଣନ୍ତୁ କେତେ ରହିଛି ସୁନା ଦର..ଓଡ଼ିଶାରେ ଭରି ପିଛା ସୁନା ମୂଲ୍ୟ...

Gold Rate: ଦେଶରେ ଆରମ୍ଭ ହୋଇଯାଇଛି ବିବାହ ଋତୁ। ଏହାରି ମଧ୍ୟରେ ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ମାତ୍ର ଆଜି ରବିବାର ଛୁଟିଦିନ ହେତୁ ଦେଶରେ ସୁନା ଦର ଅପରିବର୍ତ୍ତିତ ରହିଛି। ସୁନା ଦର ଏବେ ହୁ ହୁ ବଢ଼ି ଚାଲିଥିବା ବେଳେ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୩୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ରେଟ୍ ୮୯,୭୯୦ ଟଙ୍କା ରହିଛି।

1/6

 ସୁନା ଦର ଏବେ ହୁ ହୁ ବଢ଼ି ଚାଲିଥିବା ବେଳେ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୩୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ରେଟ୍ ୮୯,୭୯୦ ଟଙ୍କା ରହିଛି।

2/6

ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୩୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୯,୭୯୦ ଟଙ୍କା ରହିଛି।

3/6

 ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୪୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୯,୯୪୦ ଟଙ୍କା ରହିଛି। 

 

4/6

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୩୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୯,୭୯୦ ଟଙ୍କା ରହିଛି।

 

5/6

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୩୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୯,୭୯୦ ଟଙ୍କା ରହିଛି। 

6/6

କୋଲକାତାରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୨,୩୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୯,୭୯୦ ଟଙ୍କା ରହିଛି।