Advertisement
Photo Details/zeeodisha/odisha2427922
photoDetails0hindi

Gold Rate Today: ନୂଆ ସୁନା ଦର ଜାରି, ଆଜି ଭରି ପିଛା ଏତିକି ଟଙ୍କା ଖସିଲା ରେଟ୍

Gold Rate Today: ଗ୍ରାହକଙ୍କ ପାଇଁ ବଡ଼ ଖବର। ଖସିଲା ସୁନା ରେଟ୍। ଗତକାଲି ସୁନା ଦର ଖସିଥିବା ବେଳେ ଆଜି ମଧ୍ୟ ଦରରେ ପରିବର୍ତ୍ତନ ଦେଖାଦେଇଛି। ଯଦି ଆପଣ ଆଜି ସୁନା -ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍।....

1/5
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୭,୦୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୩,୧୪୦ ଟଙ୍କା ରହିଛି। ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାପାଇଁ ଚାହିଁବୁ ଯେ, ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା ହ୍ରାସ ହୋଇଛି।  ALSO READ: Shani Gochar 2024: ଏହିସବୁ ରାଶିଙ୍କ ଉପରେ ରହିବ ଶନିଙ୍କ କୃପା, ୨୦୨୫-ମାର୍ଚ୍ଚ ପର୍ଯ୍ୟନ୍ତ ରହିବନି ଧନର ଅଭାବ! ALSO READ:  Budh Asta 2024: ବୁଧଙ୍କ ଅସ୍ତ ବଦଳାଇବ ଏହିସବୁ ରାଶିଙ୍କ ଭାଗ୍ୟ, ମିଳିବ ଚାକିରିରେ ପଦୋନ୍ନତି ସାଙ୍ଗକୁ...

2/5
ସେହିପରି, ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୭,୧୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୭,୧୯୦ ଟଙ୍କା ରହିଛି। ଏଠାରେ  ୨୨ ଓ ୨୪ କ୍ୟାରେଟ୍ ସୁନାରେ ମାତ୍ର ୧୦ ଟଙ୍କା ହ୍ରାସ ପାଇଛି। 

3/5
ସେହିପରି, ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୭,୦୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୧୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା ହ୍ରାସ ପାଇଛି। 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇ ବି ସୁନା ଦରରେ ଅହେତୁକ ପରିବର୍ତ୍ତନ ଦେଖିବାକୁ ମିଳିଛି।  ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୭,୦୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୩,୧୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ହ୍ରାସ ପାଇଛି। 

5/5
ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୭,୦୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୩,୧୪୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍  ୫୪,୮୫୦ ଟଙ୍କା ରହିଛି। ଏଠାରେ ୧୮, ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା ହ୍ରାସ ପାଇଛି।