Gold Rate Today: ନୂଆ ସୁନା ଦର ଜାରି, ଆଜି ଭରି ପିଛା ଏତିକି ଟଙ୍କା ଖସିଲା ରେଟ୍

Gold Rate Today: ଗ୍ରାହକଙ୍କ ପାଇଁ ବଡ଼ ଖବର। ଖସିଲା ସୁନା ରେଟ୍। ଗତକାଲି ସୁନା ଦର ଖସିଥିବା ବେଳେ ଆଜି ମଧ୍ୟ ଦରରେ ପରିବର୍ତ୍ତନ ଦେଖାଦେଇଛି। ଯଦି ଆପଣ ଆଜି ସୁନା -ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍।....

Narmada Behera Sep 13, 2024, 10:44 AM IST
1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୭,୦୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୩,୧୪୦ ଟଙ୍କା ରହିଛି। ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାପାଇଁ ଚାହିଁବୁ ଯେ, ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା ହ୍ରାସ ହୋଇଛି।  ALSO READ: Shani Gochar 2024: ଏହିସବୁ ରାଶିଙ୍କ ଉପରେ ରହିବ ଶନିଙ୍କ କୃପା, ୨୦୨୫-ମାର୍ଚ୍ଚ ପର୍ଯ୍ୟନ୍ତ ରହିବନି ଧନର ଅଭାବ! ALSO READ:  Budh Asta 2024: ବୁଧଙ୍କ ଅସ୍ତ ବଦଳାଇବ ଏହିସବୁ ରାଶିଙ୍କ ଭାଗ୍ୟ, ମିଳିବ ଚାକିରିରେ ପଦୋନ୍ନତି ସାଙ୍ଗକୁ...

2/5

ସେହିପରି, ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୭,୧୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୭,୧୯୦ ଟଙ୍କା ରହିଛି। ଏଠାରେ  ୨୨ ଓ ୨୪ କ୍ୟାରେଟ୍ ସୁନାରେ ମାତ୍ର ୧୦ ଟଙ୍କା ହ୍ରାସ ପାଇଛି। 

3/5

ସେହିପରି, ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୭,୦୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୧୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା ହ୍ରାସ ପାଇଛି। 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇ ବି ସୁନା ଦରରେ ଅହେତୁକ ପରିବର୍ତ୍ତନ ଦେଖିବାକୁ ମିଳିଛି।  ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୭,୦୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୩,୧୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ହ୍ରାସ ପାଇଛି। 

5/5

ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୭,୦୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୩,୧୪୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍  ୫୪,୮୫୦ ଟଙ୍କା ରହିଛି। ଏଠାରେ ୧୮, ୨୨ ଓ ୨୪ କ୍ୟାରେଟ୍ ରେ ମାତ୍ର ୧୦ ଟଙ୍କା ହ୍ରାସ ପାଇଛି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link