Gold Rate Today: ଦୁର୍ଗା ପୂଜା ପୂର୍ବରୁ ଗ୍ରାହକଙ୍କୁ ଝଟକା, ଭରି ପିଛା ଏତେ ଶହ ଟଙ୍କା ବୃଦ୍ଧି ପାଇଲା ସୁନା ରେଟ୍

Gold Rate Today: ପାର୍ବଣ ପୂର୍ବରୁ ଗ୍ରାହକଙ୍କୁ ମହଙ୍ଗା ମାଡ଼। ଉଛୁଳୁଛି ସୁନା ବଜାର। ଗତକାଲି ଦର ବୃଦ୍ଧି ପାଇଥିବା ବେଳେ ଆଜି ମଧ୍ୟ ଦରରେ ପରିବର୍ତ୍ତନ ହୋଇଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା ରଖିଛନ୍ତି । ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍।...

Narmada Behera Fri, 27 Sep 2024-11:45 am,
1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୧,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୪୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୪୦୦ ଓ ୪୩୦ ଟଙ୍କା ବୃଦ୍ଧି ପାଇଛି। 

ALSO READ: Shani Gochar 2024: ଶନିଙ୍କ କୃପାରୁ ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ, ୨୦୨୫ ଶେଷ ଯାଏଁ ରହିବନି ଧନର ଅଭାବ!

ALSO READ: Career Horoscope Today: ସେପ୍ଟେମ୍ବର ୨୭ରେ ଉଦୟ ହେବ ଏହିସବୁ ରାଶିଙ୍କ ଭାଗ୍ୟ, ମାଆ ଲକ୍ଷ୍ମୀଙ୍କ ଆର୍ଶିବାଦରୁ ପାଇବେ ଅପାର ଲାଭ!

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୧,୧୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୬୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୪୦୦ ଓ ୪୩୦ ଟଙ୍କା ବଢିଛି। 

3/5

ମାୟା ନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୪୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୪୦୦ ଓ ୪୩୦ ଟଙ୍କା ବୃଦ୍ଧି ପାଇଛି। 

 

4/5

ସେହିକ୍ରମରେ ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୦୦୦ ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୪୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୪୦୦ ଓ ୪୩୦ ଟଙ୍କା ରହିଛି। 

5/5

ଅନ୍ୟପଟେ, ଓଡି଼ଶାର ରାଜଧାନୀ ଭୁବନେଶ୍ବରର ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୦୦୦ ଟଙ୍କା ରହିଥିବା ବେଳେ ୨୪  କ୍ୟାରେଟ୍ ର ଦାମ୍ ୨୪ କ୍ୟାରେଟ୍ ର ଦାମ୍ ୭୭,୪୫୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୫୮,୦୯୦ ଟଙ୍କା ରହିଛି । ୧୮ କ୍ୟାରେଟ୍ ରେ ଭରି ପିଛା ୩୨୦ ଟଙ୍କା ବୃଦ୍ଧି ପାଇଥିବା ବେଳେ ୨୨ କ୍ୟାରେଟ ରେ ୪୦୦ ଓ ୨୪ କ୍ୟାରେଟ୍ ରେ ୪୩୦ ଟଙ୍କା ବଢିଛି।  

 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link