Gold Rate Today: ଆଜି ସୁନା କିଣିବା ପାଇଁ ପ୍ଲାନ୍ କରିଛନ୍ତି କି, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଭରି ପିଛା ମୂଲ୍ୟ?

Gold Rate Today: ଆଗକୁ ଆସୁଛି ପାର୍ବଣ ଆଉ ତା ପୂର୍ବରୁ ମହଙ୍ଗା ହେଉଛି ସୁନା। ଗତକାଲି, ସୁନାଦର ଖସିଥିବା ବେଳେ ଆଜି କେତେ ରହିଛି ରେଟ୍। ବଢିଛି ନା ଖସିଛି। ଯଦି ଆପଣ ଆଜି ସୁନା କିଣିବା ପାଇଁ ପ୍ଲାନ୍ କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା ଭାରତର କେଉଁ ସହରରେ କେତେ ରହିଛି ସୁନା ଦର।

Narmada Behera Thu, 05 Sep 2024-10:58 am,
1/5

ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୬,୬୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୨,୭୬୦ ଟଙ୍କା ରହିଛି। ତେବେ, ଆଜି ୨୨ ଓ ୨୪ କ୍ୟାରେଟ୍ ଦରରେ କୌଣସି ପ୍ରକାର ପରିବର୍ତ୍ତନ ଦେଖିବାକୁ ମିଳି ନାହିଁ। 

ALSO READ: Vishwakarma Puja 2024: ବିଶ୍ବକର୍ମା ପୂଜାରେ ପଡୁଛି ଦୁଇଟି ଦୁର୍ଲଭ ଯୋଗ, ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ!

ALSO READ: Lipi Mohapatra: ମୋନାଲିସା...ଗୀତରେ ଝୁମିଲେ ଅଭିନେତ୍ରୀ ଲିପି, ଦେଖନ୍ତୁ ଏହି ସୁନ୍ଦର ଭିଡିଓ

2/5

ସେହିପରି, ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୬,୮୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୨,୯୧୦ ଟଙ୍କା ରହିଛି। ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ଦରରେ କୌଣସି ପ୍ରକାର ପରିବର୍ତ୍ତନ ଦେଖିବାକୁ ମିଳିନାହିଁ। 

3/5

  ସେହିପରି, ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୬,୬୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୨,୭୬୦ ଟଙ୍କା ରହିଛି। ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ଦରରେ କୌଣସି ପ୍ରକାର ପରିବର୍ତ୍ତନ ହୋଇ ନାହିଁ। 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୬,୬୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୨,୭୬୦ ଟଙ୍କା ରହିଛି। ଏଠାରେ ମଧ୍ୟ ଦରରେ କୌଣସି ପ୍ରକାର ପରିବର୍ତ୍ତନ ହୋଇନାହିଁ। 

5/5

ଅନ୍ୟପଟେ, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୬,୬୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୨,୭୬୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ରେଟ୍ ୫୪,୫୬୦ ଟଙ୍କା ରହିଛି। ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ,୧୮, ୨୨ ଓ ୨୪ କ୍ୟାରେଟ୍ ଦରରେ ଆଜି କୌଣସି ପ୍ରକାର ପରିବର୍ତ୍ତନ ହୋଇନାହିଁ। 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link