Today Petrol Diesel Price: ଜାରି ହେଲା ନୂତନ ତୈଳଦର, ଭୁବନେଶ୍ୱରରେ ରହିଛି ଲିଟର ପିଛା ଏତିକି ଟଙ୍କା

Published: Jun 12, 2025, 08:45 AM IST|Updated: Jun 12, 2025, 08:45 AM IST

Petrol Diesel Price: ନୂଆଦିଲ୍ଲୀ: ଆଜି ଗୁରୁବାର ଜୁନ ୧୨ ତାରିଖ ପ୍ରତିଦିନ ଭଳି ଆଜି ମଧ୍ୟ ନୂଆ ତୈଳଦର ଜାରି ହୋଇଛି। ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ନୂତନ ମୂଲ୍ୟ ପ୍ରକାଶ ପାଇଛି। ଅଶୋଧିତ ତୈଳର ଆନ୍ତର୍ଜାତୀୟ ମୂଲ୍ୟ ଅନୁଯାୟୀ ଭାରତରେ ଇନ୍ଧନ ମୂଲ୍ୟ ସ୍ଥିର ହୋଇଛି। ଦେଶର କିଛି ସ୍ଥାନରେ ତୈଳ ଦର ସ୍ଥିର ରହିଥିବା ବେଳେ ଅନ୍ୟ କିଛି ସ୍ଥାନରେ ତୈଳଦରରେ ପରିବର୍ତ୍ତନ ହୋଇଛି।

Petrol Diesel Price: ନୂଆଦିଲ୍ଲୀ: ଆଜି ଗୁରୁବାର ଜୁନ ୧୨ ତାରିଖ ପ୍ରତିଦିନ ଭଳି ଆଜି ମଧ୍ୟ ନୂଆ ତୈଳଦର ଜାରି ହୋଇଛି। ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ନୂତନ ମୂଲ୍ୟ ପ୍ରକାଶ ପାଇଛି। ଅଶୋଧିତ ତୈଳର ଆନ୍ତର୍ଜାତୀୟ ମୂଲ୍ୟ ଅନୁଯାୟୀ ଭାରତରେ ଇନ୍ଧନ ମୂଲ୍ୟ ସ୍ଥିର ହୋଇଛି। ଦେଶର କିଛି ସ୍ଥାନରେ ତୈଳ ଦର ସ୍ଥିର ରହିଥିବା ବେଳେ ଅନ୍ୟ କିଛି ସ୍ଥାନରେ ତୈଳଦରରେ ପରିବର୍ତ୍ତନ ହୋଇଛି। ଭୁବନେଶ୍ୱର ପେଟ୍ରୋଲ ଦରରେ ମଧ୍ୟ ନୂଆ ଦର ଜାରି ହୋଇଛି। ସେହିପରି ଦେଶ ଅନ୍ୟ କିଛି ସ୍ଥାନରେ ଦର ଖସି ଥିବା ବେଳେ ଆଉ କିଛି ସ୍ଥାନରେ ଦର ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି। ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ?