Weather News: କାଳବୈଶାଖି ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Published: Mar 21, 2025, 05:47 PM IST|Updated: Mar 21, 2025, 05:47 PM IST

Weather Update: ରାଜ୍ୟରେ ଆଗାମି ୪ ଦିନ ପର୍ଯ୍ୟନ୍ତ କାଳବୈଶାଖି ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ କିଛି ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି ।

୨୪ ଘଣ୍ଟା ମଧ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାନେଇ ୯ ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ