Petrol Diesel Price Today: ଦଶହରା ପୂର୍ବରୁ ଗ୍ରାହକଙ୍କୁ ବଡ଼ ଝଟକା, ରାଜ୍ୟରେ ବଢିଲା ପେଟ୍ରୋଲ-ଡିଜେଲ ରେଟ୍

Written ByNarmada Behera
Published: Oct 10, 2024, 09:07 AM IST|Updated: Oct 10, 2024, 09:07 AM IST


Petrol Diesel Price Today: ଅକ୍ଟୋବର ୧୦ ତାରିଖ ତଥା ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ସ୍ଥିରତା ଦେଖିବାକୁ ମିଳିଛି। କିନ୍ତୁ, ଗୁରୁବାର ଦିନ ଦେଶର ପ୍ରମୁଖ ସହର ଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦର ଲୋକଙ୍କ ଚିନ୍ତା ବଢାଇଛି।  କିଛି ସ୍ଥାନରେ ଦର ବୃଦ୍ଧି ପାଇଥିବା ବେଳେ ଆଉ କିଛି ସ୍ଥାନରେ ଦର ସ୍ଥିର ରହିଛି। ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ?