କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରି ଭୁବନେଶ୍ୱର ଫେରିଲେ ରାଷ୍ଟ୍ରପତି

Published: Mar 24, 2025, 07:30 PM IST|Updated: Mar 24, 2025, 07:44 PM IST

ନୟାଗଡ ଜିଲ୍ଲାର କଣ୍ଟିଲୋ ନୀଳମାଧବ ମନ୍ଦିର ପରିଦର୍ଶନ କରି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ଦର୍ଶନ ପରେ ଶବର ରାଜା ବିଶ୍ୱାବସୁଙ୍କ ଗାଁ କାଳିଆପଲ୍ଲୀକୁ ଯାଇଥିଲେ ରାଷ୍ଟ୍ରପତି । ବିଶ୍ବାବସୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ଅନୁଷ୍ଠିତ ଶବର ସମ୍ପ୍ରଦାୟଙ୍କର ମହାଯଜ୍ଞରେ ଯୋଗଦେଇଥିଲେ ।