ବୁଲିଅନ ବଜାର ଦର ଅନୁଯାୟୀ ୧୪ କ୍ୟାରେଟ ସୁନା ଭରି ପିଛା ୫୯୫୮୦ ଟଙ୍କାରେ କାରବାର କରିଛି। ୧୮ କ୍ୟାରେଟ ସୁନା ଭରି ପିଛା ୭୪୮୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ଭରି ପିଛା ୯୦୧୫୦ ଟଙ୍କାରେ ବ୍ୟବସାୟ କରିଛି।
୨୦ କ୍ୟାରେଟ ସୁନାର ଭରି ପିଛା ମୂଲ୍ୟ ଆଜି ୮୨୨୦୦ ରହିଥିବା ବେଳେ ୨୪ କ୍ୟାରେଟ ଭରି ପିଛା ୯୨୩୭୦ ଟଙ୍କାରେ ସୁନା ବଜାରରେ ବ୍ୟବସାୟ କରିଥିବା ଦେଖିବାକୁ ମିଳିଥିଲା।
Gold And Silver Price Today: ଗୁଡସ ରିଟର୍ଣ୍ଣ ତଥ୍ୟ ଅନୁଯାୟୀ ଶୁକ୍ରବାର ଉଭୟ ୨୨ ଓ ୨୪ କ୍ୟାରେଟ ଭରିପିଛା ଯଥାକ୍ରମେ ୧୧୦୦ ଓ ୧୨୦୦ ଟଙ୍କା ବୃଦ୍ଧି ଘଟିଛି।
୨୨ କ୍ୟାରେଟ ସୁନାର ଭରି ପିଛା ୧୧୦୦ ଟଙ୍କା ବୃଦ୍ଧି ଘଟି ୮୭୨୦୦ ଟଙ୍କାରେ କାରବାର କରିଥିବା ଦେଖିବାକୁ ମିଳିଛି।
ସେହିପରି ୨୪ କ୍ୟାରେଟ ସୁନା ଭରିପିଛା ୧୨୦୦ ଟଙ୍କା ବୃଦ୍ଧି ଘଟି ୯୫୧୩୦ ଟଙ୍କାରେ କାରବାର କରିଥିବା ଦେଖିବାକୁ ମିଳିଛି।
ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଭରି ପିଛା ୮୭୨୦୦ ଟଙ୍କାରେ କାରବାର କରୁଥିବା ବେଳେ ୨୪ କ୍ୟାରେଟ ଭରି ପିଛା ସୁନା ୯୫୧୩୦ ଟଙ୍କାରେ କାରବାର କରୁଥିବା ଦେଖିବାକୁ ମିଳିଛି। ତେବେ ସୁନା କିଣିବା ପୂର୍ବରୁ ମୂଲ୍ୟ ଯାଞ୍ଚ କରି ଆପଣ ସୁନା କିଣିପାରିବେ।
ट्रेन्डिंग फोटोज़