PM School: ଓଡ଼ିଶାରେ ଲାଗୁ ହେବ ପିଏମ ଶ୍ରୀସ୍କୁଲ: କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: ଓଡିଶା ସମେତ ସାରା ଦେଶରେ ଜାତୀୟ ଶିକ୍ଷା ନୀତିର କ୍ରିୟାନ୍ୱୟକୁ ଗତି ଦିଆଯିବ। ବିଶେଷ ଭାବେ ଓଡ଼ିଶାରେ ନବଗଠିତ ବିଜେପି ସରକାର ସହଯୋଗରେ ଓଡ଼ିଶାରେ ପିଏମ ଶ୍ରୀସ୍କୁଲ ଓ ପିଏମ ଉଷାକୁ କାର୍ଯ୍ୟକାରୀ କରାଯିବ। ଏହା ସହ ଶିକ୍ଷା ଭିତ୍ତିଭୂମିକୁ ସୁଦୃଢ କରାଯିବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ମୋଦୀ ସରକାରଙ୍

PM School: ଓଡ଼ିଶାରେ ଲାଗୁ ହେବ ପିଏମ ଶ୍ରୀସ୍କୁଲ: କେନ୍ଦ୍ରମନ୍ତ୍ରୀ

About the Author