ଅଯୋଧ୍ୟା ରାମ ମନ୍ଦିର ପ୍ରତିଷ୍ଠା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ରାଷ୍ଟ୍ରପତି

President Draupadi Murmu: ଆଉ ଅଳ୍ପଦିନ ପରେ ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ହେବ । ଏଥି ନିମନ୍ତେ ଦେଶର ବିଷିଷ୍ଟ ବ୍ୟକ୍ତିମାନେ ଯୋଗଦେବେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ମଧ୍ୟ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ନମନ୍ତ୍ରଣ ପତ୍ର ପ୍ରଦାନ କରାଯାଇଛି ।

ଅଯୋଧ୍ୟା ରାମ ମନ୍ଦିର ପ୍ରତିଷ୍ଠା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ରାଷ୍ଟ୍ରପତି

About the Author