PM Narendra Modi: ଆସନ୍ତାକାଲି ପୁରୀରେ ମହାପ୍ରଭୁଙ୍କ ଦର୍ଶନ କରିବେ ମୋଦି, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

PM Narendra Modi: ବଡ଼ଦାଣ୍ଡରେ ପ୍ରଧାନମନ୍ତ୍ରୀ ସକାଳ ୮ଟା ରୁ ୯ଟା ମଧ୍ୟରେ ରୋଡ଼ ସୋ କରିବାର କାର୍ଯକ୍ରମ ଥିବାବେଳେ ବଡ଼ଦାଣ୍ଡର ଦୁଇ ପାର୍ଶ୍ବରେ ବ୍ୟାରିକେଡ଼ ବ୍ୟବସ୍ଥା କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ ଶାନ୍ତିଶୃଙ୍ଖଳାର ସହ ଆୟୋଜନ ନେଇ ସମସ୍ତ ପ୍ରକାର ବ୍ୟବସ୍ଥା ହୋଇଥିବା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୁରୀ ଏସପି ପିନାକ ମିଶ୍ର। ।

PM Narendra Modi: ଆସନ୍ତାକାଲି ପୁରୀରେ ମହାପ୍ରଭୁଙ୍କ ଦର୍ଶନ କରିବେ ମୋଦି, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

About the Author