Ram Navami 2024: ପବିତ୍ର ରାମ ନବମୀ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଶୁଭେଚ୍ଛା

Ram Navami 2024: ପ୍ରଭୁ ଶ୍ରୀରାମଙ୍କୁ ଭଗବାନ ବିଷ୍ଣୁଙ୍କ ସପ୍ତମ ଅବତାର କୁହାଯାଏ । ଭକ୍ତି, ଉପାସକ, ତପସ୍ୟା, ସତ୍ୟ, ବଳିଦାନ, ପ୍ରେମ ଓ କର୍ତ୍ତବ୍ୟର ଏକ ଜୀବନ୍ତ ଉଦାହରଣ ହେଉଛନ୍ତି ଶ୍ରୀ ରାମ । ତେବେ ପବିତ୍ର ରାମନବମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Ram Navami 2024: ପବିତ୍ର ରାମ ନବମୀ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଶୁଭେଚ୍ଛା

About the Author