ବାପୁଜୀନଗରରେ ସନ୍ଥକବି ଭୀମଭୋଇ ପାଠାଗାର ଉଦଘାଟିତ

ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର ରୂପାନ୍ତରିକରଣର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ । ଏହାକୁ ବିଶ୍ଵ ସ୍ତରୀୟ ଗ୍ରନ୍ଥାଗାରରେ ପରିଣତ କରାଯିବ । ଏକା ସମୟରେ ୫୦୦ ଶହ ଛାତ୍ର ଛାତ୍ରୀ ପଢ଼ିବାର ବ୍ୟବସ୍ଥା କରାଯିବ । ଗ୍ରନ୍ଥାଗାରରେ ଥିବା ସମସ୍ତ ପୁସ୍ତକର ଡିଜିଟାଇଜେସନ କରାଯିବ, ମିଶନ ଶକ୍ତି କାଫେ, ଆହାର କେନ୍ଦ୍ର ମଧ୍ୟ ଖୋଲିବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟରେ ଆରମ୍ଭ ହେଲା ଗ୍ରନ୍ଥାଗାର ଅଭିଯାନ (library movement) ।

ବାପୁଜୀନଗରରେ ସନ୍ଥକବି ଭୀମଭୋଇ ପାଠାଗାର ଉଦଘାଟିତ

About the Author