କଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍

କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ଆରମ୍ଭ ହୋଇଛି ୩୭ତମ ଜାତୀୟ ସବ-ଜୁନିୟର ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍। ବ୍ୟାଡ଼ମିଣ୍ଟନ ଆସୋସିଏସନ୍‌ ଅଫ୍ ଇଣ୍ଡିଆ, ଓଡ଼ିଶା ଷ୍ଟେଟ୍ ବ୍ୟାଡ଼ମିଣ୍ଟନ ଆସୋସିଏସନ୍‌ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଏହି ଟୁର୍ଣ୍ଣାମେଣ୍ଟ ଡିସେମ୍ବର ୧ ତାରିଖ ଠାରୁ ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜିର ଉଦ

କଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆରମ୍ଭ ହେଲା ସବ-ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପ୍

About the Author