Road Accident: ଘାଟିରେ ଓଲଟିଗଲା ପିକଅପ୍ ଭ୍ୟାନ୍, ୧୪ ମୃତ, ୨୧ ଆହତ

Road Accident: ମଧ୍ୟପ୍ରଦେଶର ଡିଣ୍ଡୋରିରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଘାଟିରେ ଓଲଟିଗଲା ପିକଅପ୍ ଭ୍ୟାନ୍ । ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଘଟଣାସ୍ଥଳରେ ହିଁ ୧୪ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୨୧ ଜଣ ଗୁରୁତର ଆହତ ହୋଇଛନ୍ତି । ଏହି ଭୟଙ୍କର ଦୁର୍ଘଟଣା ଘଟିଛି ମଧ୍ୟପ୍ରଦେଶର ଶାହପୁରା ଥାନା ଅଧିନ ଦିନ୍ଦୋରୀରେ ।

Road Accident: ଘାଟିରେ ଓଲଟିଗଲା ପିକଅପ୍ ଭ୍ୟାନ୍, ୧୪ ମୃତ, ୨୧ ଆହତ

About the Author