Accident News: ମର୍ମନ୍ତୁଦ ଦୁର୍ଘଟଣା: ଗୋଟିଏ ଦିନରେ ଗଲା ୧୧ ଜୀବନ

ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀ ମଧ୍ୟ ବସ ଦୁର୍ଘଟଣା ସମ୍ପର୍କରେ ଅବଗତ ହୋଇଛନ୍ତି। ସେ ଟ୍ୱିଟ କରି ଲେଖିଛନ୍ତି କି ଗଙ୍ଗୋତ୍ରୀ ଜାତୀୟ ରାଜପଥରେ ଗଂଗନାନୀ ନିକଟରେ ବସ ଦୁର୍ଘଟଣା ସମ୍ପର୍କରେ ଅବଗତ ହୋଇଛି। ସ୍ଥାନୀୟ ପ୍ରଶାସନ ଓ ଏସଡିଆରଏଫ ଜରିଆରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ମୁଁ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି।

Accident News: ମର୍ମନ୍ତୁଦ ଦୁର୍ଘଟଣା: ଗୋଟିଏ ଦିନରେ ଗଲା ୧୧ ଜୀବନ

About the Author