Top 10 News: ସରକାରୀ କର୍ମଚାରୀଙ୍କୁ ମିଳିଲା ପାର୍ବଣ ଉପହାର; ଆସୁଛି ବଡ଼ ବର୍ଷା, ପଢ଼ନ୍ତୁ ଆଜିର ୧୦ ବଡ଼ ଖବର

Top 10 News Headlines: କେନ୍ଦ୍ର ସରକାର ତାଙ୍କ କର୍ମଚାରୀମାନଙ୍କୁ ଦଶହରାର ଉପହାର ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA) ରେ ୩ ​​ପ୍ରତିଶତ ବୃଦ୍ଧିକୁ ଅନୁମୋଦନ କରିଛି। ସଂକ୍ଷେପରେ ପଢ଼ନ୍ତୁ ଆଜିର ୧୦ ବଡ଼ ଖବର।

Top 10 News: ସରକାରୀ କର୍ମଚାରୀଙ୍କୁ ମିଳିଲା ପାର୍ବଣ ଉପହାର; ଆସୁଛି ବଡ଼ ବର୍ଷା, ପଢ଼ନ୍ତୁ ଆଜିର ୧୦ ବଡ଼ ଖବର
Image Credit: Top 10 News Headlines 1 October 2025

About the Author

Jagdish Barik

Jagdish Barik

Jagdish Barik is a Senior Sub-Editor at Zee News with over 8 years of experience, covering sports, geopolitics, and key regional and national developments