VK Pandian Retirement: ସକ୍ରିୟ ରାଜନୀତିରୁ ଅବସର ଘୋଷଣା କଲେ ଭିକେ ପାଣ୍ଡିଆନ

VK Pandian Retirement from active politics: ଭିକେ ପାଣ୍ଡିଆନ ସକ୍ରିୟ ରାଜନୀତିରୁ ଅବସର ଘୋଷଣା କରିଛନ୍ତି। ଏହାକୁ ନେଇ ସେ ନିଜେ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ସୂଚନା ଦେଇଛନ୍ତି। ରାଜନୀତି ଛାଡ଼ିବା ସହ ସେ ଦଳୀୟ କର୍ମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା ମଧ୍ୟ କରିଛନ୍ତି।

VK Pandian Retirement: ସକ୍ରିୟ ରାଜନୀତିରୁ ଅବସର ଘୋଷଣା କଲେ ଭିକେ ପାଣ୍ଡିଆନ
Image Credit: VK Pandian Retirement from active politics

About the Author

Jagdish Barik

Jagdish Barik

Jagdish Barik is a Senior Sub-Editor at Zee News with over 8 years of experience, covering sports, geopolitics, and key regional and national developments