ଦୁର୍ଘଟଣାରୁ ଭିନ୍ନକ୍ଷମ, କିନ୍ତୁ ଜାତୀୟସ୍ତରରେ ଚାମ୍ପିୟନ

ଓଡ଼ିଶା ହ୍ୱିଲଚେୟାର ରଗବି ଦଳ ୭ମ ଜାତୀୟ ହ୍ୱିଲଚେୟାର ରଗବି ଚାମ୍ପିଅନସିପ୍ ୨୦୨୫ରେ ବିଜୟୀ ହୋଇ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଅତୁଳନୀୟ ଉତ୍ସାହ, ଶୃଙ୍ଖଳା ଏବଂ ଦଳଗତ କାର୍ଯ୍ୟ ପାଇଁ ସେମାନେ ଜାତୀୟ ସ୍ତରରେ ସୁନାମ ଅର୍ଜନ କରିପାରିଛନ୍ତି। ଏହି ଟିମରେ ଏମିତି ତିନି ଜଣ ସଦସ୍ୟ ରହିଥିଲେ, ଯେଉଁମାନେ ଦିନେ ସଡ଼କ ଦୁର୍ଘଟଣା ଯୋଗୁଁ ଦିବ୍ୟାଙ୍ଗ ପାଲଟିଯାଇଛନ୍ତି । କି

ଦୁର୍ଘଟଣାରୁ ଭିନ୍ନକ୍ଷମ, କିନ୍ତୁ ଜାତୀୟସ୍ତରରେ ଚାମ୍ପିୟନ

About the Author