Weather Report: ୫ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ଜାରି ରହିବ

ପ୍ରିୟମ୍ବଦା ରଣା Wed, 11 Sep 2024-6:43 pm,

Weather Update: ରାଜ୍ୟରେ ଜାରି ରହିଛି ବର୍ଷା। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଳଘୁଚାପ ଗଭୀର ଅବପାତର ରୂପ ନେବା ପରେ ରାଜ୍ୟରେ ପ୍ରବଳ ବର୍ଷା ହୋଇଛି। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ତାଜା ସୂଚନା ଅନୁସାରେ, ଆସନ୍ତା ୫ଦିନ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ଜାରି ରହିବ। ଆଜି ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link