Weather Report: ୱେଲମାର୍କ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ, ୩ ଜିଲ୍ଲାରେ ପ୍ରବଳ ବର୍ଷିବ

Rashmita Sahoo Fri, 13 Sep 2024-5:52 pm,

ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେଲା ଲଘୁଚାପ । ଦକ୍ଷିଣ ପୂର୍ବ ବାଂଲାଦେଶ ଏହାର ଆଖପାଖରେ କେନ୍ଦ୍ରୀଭୂତ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନେବ ଅବପାତର ରୂପ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଅବପାତର ରୂପ ନେବ । ପ୍ରଭାବରେ ଆଜିଠାରୁ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା । ଆଜି ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ । କାଲିଠାରୁ ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି । ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଜିଲ୍ଲାକୁ ରେଡ ଆଲର୍ଟ । ୨୦୦ ମିମି ରୁ ଅଧିକ ବର୍ଷା ସମ୍ଭାବନା । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ ଏବଂ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link