Weather Report: ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୨୦ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି

Weather Report: ରାଜ୍ୟରେ ଏବେ ସକ୍ରିୟ ରହିଛି ମୌସୁମୀ। ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଏ ନେଇ ମଙ୍ଗଳବାର ସେପ୍ଟେମ୍ବର ୧୬ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୨୦ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

Recommended Videos