Weather Report: ଉପକୂଳ ଓଡ଼ିଶାରେ ଘନ କୁହୁଡ଼ି, ୨ ରୁ ୩ ଡିଗ୍ରୀ ବଢିବ ରାତି ତାପମାତ୍ରା

Mon, 19 Feb 2024-6:13 pm,

ଉପକୂଳରେ ଘନ କୁହୁଡ଼ି। କୁହୁଡ଼ିର ମାତ୍ରା ଏତେ ଅଧିକ ଯେ ରାସ୍ତା ଦିଶୁନି। ଭିଜିବିଲିଟି କମିଯିବାରୁ ଯାତାୟତ ବାଧାପ୍ରାପ୍ତ ହୋଇଛି। ଓଡିଶା ଉପକୂଳ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଗୁରୁଚାପ ବଳୟ ପ୍ରଭାବରେ ଏହି କୁହୁଡ଼ି ଦେଖିବାକୁ ମିଳିଛି। ଆଗାମୀ ୨ଦିନ ଉପକୂଳ ଓଡିଶା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଗୁଡିକରେ ରାତ୍ରିରୁ ସକାଳ ମଧ୍ୟରେ ଘନ କୁହୁଡି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link