Weather Report: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି...ଆଜି ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ବର୍ଷା

Weather Report: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି...ଆଜି ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ବର୍ଷା । ବାତ୍ୟା ମୋନ୍ଥାର ତାଣ୍ଡବ ଲୀଳା ପରେ ପୁଣି ମାଡ଼ି ଆସୁଛି ଆଉ ଏକ ଲଘୁଚାପ। ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇପାରେ ଲଘୁଚାପ। ଆଜି ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ। ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Recommended Videos