Cyclone Update: ମାଡ଼ି ଆସୁଛି ବାତ୍ୟା, ୨୩ ତାରିଖ ସନ୍ଧ୍ୟାରୁ ଆରମ୍ଭ ହୋଇଯିବ ପ୍ରବଳ ପବନ

Rashmita Sahoo Sun, 20 Oct 2024-5:52 pm,

ବଢ଼ିଲା ବାତ୍ୟା ଭୟ । କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଉପରି ଭାଗରେ ୫.୮ କିମି ଯାଏଁ ବ୍ୟାପ୍ତ ଅଛି । ଆସନ୍ତା ୨୧ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଆଗକୁ ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବପାତର ରୂପ ନେବ । ଏହାର ପ୍ରଭାବରେ ୨୧ ତାରିଖରୁ ସମୁଦ୍ର ଅଶାନ୍ତ ହୋଇପଡିବ । ତେଣୁ ସମୁଦ୍ର ଭିତରକୁ ଯିବା ନେଇ ମତ୍ସ୍ୟଜୀବୀଙ୍କୁ ବାରଣ କରିଛି ପାଣିପାଗ ବିଭାଗ । ସେପଟେ ଆସନ୍ତା ୨୨ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବାକୁ ଥିବା ବେଳେ ୨୩ ତାରିଖରେ ପ୍ରବଳ ବର୍ଷା ହେବ ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link