Published: Dec 21, 2025, 07:26 PM IST|Updated: Dec 21, 2025, 07:26 PM IST
Odisha Weather Report: ପାରଦ ତଳମୁହାଁ ହେବା ସହ ପ୍ରବଳ ଶୀତକୁ ଜାଡ କଲବଲ କରୁଛି। ସଞ୍ଜ ନଇଁଲେ ଶୀତର ପ୍ରକୋପ ବଢ଼ିବାରେ ଲାଗୁଛି। ରାତି ଯେତେ ବଢୁଛି, ଜାଡ଼ ସେତେ ଅଧିକ ହେଉଛି । ଜି. ଉଦୟଗିରି ସହରର ତାପମାତ୍ରା ୪ରୁ ୫ଡିଗ୍ରି ରହୁଥିବା ବେଳେ ଦାରିଙ୍ଗବାଡି, ଫୁଲବାଣୀ, ବାଲିଗୁଡ଼ା, ବେଲଘର୍ ସମେତ ଜିଲ୍ଲା ତମାମ ୬ରୁ ୮ ଡିଗ୍ରୀ ମଧ୍ୟ ରେ ତାପମାତ୍ରା ରହୁଥିବା ରେକର୍ଡ କରାଯାଇଛି ।