Cyclone Dana Update: ସୃଷ୍ଟି ହେଲା ଅବପାତ, ଦାନା ପ୍ରଭାବରେ କେଉଁ ଜିଲ୍ଲାରେ ହେବେ କେତେ ପବନ?

Rashmita Sahoo Oct 22, 2024, 13:39 PM IST

ପାଣିପାଗ ବିଭାଗର ସୂଚନାନୁଯାୟୀ, ୨୪ ରାତି କିମ୍ବା ୨୫ ସକାଳ ଲ୍ୟାଣ୍ଡଫଲ କରିବ ଭୀଷଣ ବାତ୍ୟା ଦାନା । ଲ୍ୟାଣ୍ଡଫଲ କରିବା ସମୟରେ ଘଣ୍ଟାପ୍ରତି ବହିବ ୧୦୦ ରୁ ୧୧୦ କିମି ବେଗରେ ପବନ ବହିବ । ଭୀଷଣ ବାତ୍ୟା ଭାବରେ କରିବ ଲ୍ୟାଣ୍ଡଫଲ । ଏହାରି ମଧ୍ୟରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବାତ୍ୟା ନେଇ ସତର୍କ ସୂଚନା ଜାରି କରାଯାଇଛି । କେଉଁ ଜିଲ୍ଲାରେ କେତେ ବେଗରେ ପବନ ହେବ ସେ ନେଇ ସୂଚନା ଜାରି କରାଯାଇଛି। ସୂଚନା ଅନୁଯାୟୀ, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାଗୁଡିକରେ ୬୦ ରୁ ୯୦ କିଲୋମିଟର ବେଗରେ, ସର୍ବାଧିକ ୧୦୦ କିଲୋମିଟର ବେଗରେ ପବନର ବେଗ ଅନୁଭବ କରିବାର ସମ୍ଭାବନା ରହିଛି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link