Weather Report: ହେବ ପ୍ରବଳ ଘଡ଼ଘଡ଼ି ସହ ବର୍ଷା, ୧୨ ଜିଲ୍ଲାକୁ ୩ ଘଣ୍ଟା ପାଇଁ ୱାର୍ଣ୍ଣିଂ ଜାରି

Rashmita Sahoo Sun, 22 Sep 2024-3:52 pm,

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ୨୩ ତାରିଖ ସୁଦ୍ଧା ଲଘୁଚାପ ନେବା ସମ୍ଭାବନା । ପ୍ରଭାବରେ ରାଜ୍ୟରେ କାଲିଠୁ ବର୍ଷା ସମ୍ଭାବନା । ଆଗାମୀ ୨୪ ଘଣ୍ଟାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ, ଉତ୍ତର ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାର ଗୋଟେ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସେହି ଜିଲ୍ଲା ଗୁଡ଼ିକ ହେଲା- ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିକି, କୋରାପୁଟ, ରାୟଗଡା, କନ୍ଧମାଳ, କଟକ , ଜଗତସିଂହପୁର ଓ କେନ୍ଦ୍ରାପଡା ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link