Odisha Weather: କାଲିଠୁ ରାଜ୍ୟରେ ବଢିବ ବର୍ଷା, ଆସନ୍ତା ୫ ରୁ ୭ ଦିନ ପ୍ରବଳ ବର୍ଷା ସମ୍ଭାବନା

Rashmita Sahoo Aug 23, 2024, 18:39 PM IST

ଓଡିଶା ଉପରେ ସିରିଜ ଘୂର୍ଣ୍ଣିବଳୟ। ବର୍ତ୍ତମାନ ଦକ୍ଷିଣ ବଙ୍ଗଳାଦେଶ ଓ ତତସଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି ସଦୃଶ ଲଘୁଚାପ। ଏହା ଉତ୍ତର ଦିଗକୁ ଗତିକରୁଥିବା ବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇପାରେ। ଏହାସହ ରାଜ୍ୟ ଉପରେ ମୌସୁମୀ ସକ୍ରିୟ ସହ ଝାଡ଼ଖଣ୍ଡ ଓ ତାର ଆଖପାଖରେ ମଧ୍ୟ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଯାହା ଆଗକୁ ଘନୀଭୂତ ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link