Weather Report: ଆସୁଛି ବଡ଼ ବର୍ଷା। ପୁଣି ଭିଜିବ ଓଡି଼ଶା, ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ

ପ୍ରିୟମ୍ବଦା ରଣା Sep 25, 2024, 17:25 PM IST

Weather Update: ଆସୁଛି ବଡ଼ ବର୍ଷା। ପୁଣି ଭିଜିବ ଓଡି଼ଶା। ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ  ଓଡ଼ିଶା ଉପକୂଳ ପଶ୍ଚିମ କେନ୍ଦ୍ରୀୟ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ  ଉତ୍ତର  ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।  ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ଅଧିକ  ବର୍ଷା ହୋଇପାରେ।  ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଆଜି ମାଲକାନଗିରି, କୋରାପୁଟ୍, ନବରଙ୍ଗପୁର, କଳାହାଣ୍ତି, ବଲାଙ୍ଗୀର ଓ ନୂଆପଡାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।  ଆଉ କିଛି ସ୍ଥାନରେ ଘଡ଼ଘଡି ସହ ବର୍ଷା ହେବ। 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link