Weather Report: ପିଛା ଛାଡ଼ୁନି ଲଘୁଚାପ, ପ୍ରଭାବରେ ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି

Rashmita Sahoo Fri, 27 Sep 2024-4:52 pm,

Weather Update: ରାଜ୍ୟରେ ଜାରି ରହିଛ ବର୍ଷା । ଆସନ୍ତା ୬ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। କିନ୍ତୁ ଏହା ଘନୀଭୂତ ହୋଇ ଅବପାତ ରୂପ ନେବା ସମ୍ଭାବନା ନାହିଁ। ଓଡିଶା ସମେତ ପୂର୍ବ ଭାରତରେ ଅବପାତ ସୃଷ୍ଟିର ସମ୍ଭାବନା ମାତ୍ର ୧୦ରୁ ୨୦ ପ୍ରତିଶତ ରହିବ ବୋଲି ଭାରତୀୟ ପାଣିପାଗ ଆକଳନ କରିଛି। ଆଇଏମଡିର ଏସନିଇପି ଜିଏଫଏସ୍ ଓ ଇସିଏମଡବ୍ଲୁଏଫ ମଡେଲର ଆକଳନ କହୁଛି , ଅକ୍ଟୋବରର ପ୍ରଥମ ସପ୍ତାହ ବା ୬ ତାରିଖ ରେ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ୬ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link