Weather Report: ବର୍ଷାରେ ଲାଗିବନି ବ୍ରେକ୍ , ଅଗଷ୍ଟ ୩ ତାରିଖ ପ୍ରବଳ ବର୍ଷା ସମ୍ଭାବନା

Sun, 28 Jul 2024-7:13 pm,

ଆସୁଛି ପୁଣି ଆଉ ଏକ ଲଘୁଚାପ । ୩୧ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣିବଳୟ ସମ୍ଭାବନା । ଫଳରେ ୩ ତାରିଖ ପର୍ୟ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଜୁଲାଇ ୩୧ ରୁ ଅଗଷ୍ଟ ୨ ଯାଏଁ ପଡୋଶୀ ରାଜ୍ୟରେ ବି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ହେବା ନେଇ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବାଲେଶ୍ଵର, ଭଦ୍ରକ, ମୟୁରଭଞ୍ଜ, କେଉଁଝର, ସୁନ୍ଦରଗଡ଼ ଏବଂ ଯାଜପୁରକୁ ସତର୍କତା ଜାରି କରାଯାଇଛି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link