Weather Report: ୩୧ ତାରିଖରେ ଆଉ ଏକ ଲଘୁଚାପ; ପ୍ରଭାବରେ ୮ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

Mon, 29 Jul 2024-2:26 pm,

୩୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ପ୍ରଭାବରେ ଅଗଷ୍ଟ ୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା। ୮ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି। ଆଜି ପାଇଁ ଉପକୂଳ ଓଡ଼ିଶା ସମେତ କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, କୋରାପୁଟ, ନବରଙ୍ଗପୁର, ବରଗଡ, କେନ୍ଦୁଝର ମୟୁରଭଞ୍ଜ ଜିଲ୍ଲାରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link