Weather Report: ଆସନ୍ତାକାଲି ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ...ପାଣିପାଗ ବିଭାଗର ସତର୍କତା

Weather Report: ସେପ୍ଟେମ୍ବର ୩୦ ତାରିଖ ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

Recommended Videos