Weather Report: ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି। ୪ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏ ନେଇ IMD ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଲଘୁଚାପ ପ୍ରଭାବରେ ୪ ତାରିଖ ବେଳକୁ ବର୍ଷା ହେବାର ସମ୍ଭାବନା ରହିଛି। ୪ ତାରିଖ ପରେ ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ଵବର୍ତ୍ତୀ ଜିଲ୍ଲାରେ ବର୍ଷାର ପରିମାଣ ବଢିବ।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.