Weather Report: ଲଘୁଚାପ ପ୍ରଭାବରେ ୪ ତାରିଖ ବେଳକୁ ବର୍ଷା ହେବାର ସମ୍ଭାବନା, ଜାଣନ୍ତୁ ଆଜିର ପାଣିପାଗ ଖବର

ପ୍ରିୟମ୍ବଦା ରଣା Oct 02, 2024, 18:52 PM IST

Weather Report: ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି। ୪ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି।  ଏ ନେଇ IMD ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।  ଲଘୁଚାପ ପ୍ରଭାବରେ ୪ ତାରିଖ ବେଳକୁ ବର୍ଷା ହେବାର ସମ୍ଭାବନା ରହିଛି। ୪ ତାରିଖ ପରେ ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ଵବର୍ତ୍ତୀ ଜିଲ୍ଲାରେ ବର୍ଷାର ପରିମାଣ ବଢିବ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link