Weather Report: ଆହୁରି ୩ଦିନ ବର୍ଷା, ୭ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

Tue, 30 Jul 2024-5:39 pm,

ତିନି ଦିନ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆଜି ୭ଟି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link