Weather Report: ଆଜି ବି ପ୍ରବଳ ବର୍ଷିବ, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Sun, 30 Jun 2024-5:26 pm,

ଆସନ୍ତାକାଲିଠୁ ବର୍ଷାର ପରିମାଣ କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ଥିବାରୁ ସମୁଦ୍ର ଅଶାନ୍ତ ରହିଛି । ଫଳରେ ଆଗାମୀ ତିନି ଦିନ ଲାଗି ସମୁଦ୍ରକୁ ନଯିବା ଲାଗି ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଆଜି ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link